Sunday, April 5, 2026
27.8 C
Odisha

    ଶ୍ରୀମନ୍ଦିର ଭିତରେ ସେବାୟତଙ୍କର ହୃଦଘାତରେ ମୃତ୍ୟୁ

    ଆଗକୁ ପଢନ୍ତୁ

    ଶ୍ରୀମନ୍ଦିର ଭିତରେ ସେବାୟତଙ୍କର ହୃଦଘାତରେ ମୃତ୍ୟୁ ଘଟିଛି । ଗୁରୁତର ଅବସ୍ଥାରେ ସେବାୟତଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଶ୍ରୀମନ୍ଦିର ଭିତରେ ସେ ଠାକୁରଙ୍କ ସେବା କରୁଥିଲେ। ତାଙ୍କୁ ଚିକିତ୍ସା ଲାଗି ନିଆଯାଇଥିଲା। ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତର କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.8 ° C
    27.8 °
    27.8 °
    45 %
    2kmh
    99 %
    Sat
    27 °
    Sun
    36 °
    Mon
    38 °
    Tue
    37 °
    Wed
    38 °

    ସମ୍ବନ୍ଧିତ