Saturday, March 21, 2026
27.7 C
Odisha

    ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ନେଇ ବସିବ ବୈଠକ, ଏସଓପି ପ୍ରସ୍ତୁତି ସମ୍ପର୍କରେ ହେବ ଆଲୋଚନା

    ଆଗକୁ ପଢନ୍ତୁ

    ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ନେଇ ବସିବ ଉଚ୍ଚସ୍ତରୀୟ ବୈଠକ ।  ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ ।  ବୈଠକରେ ଗଣତି ମଣତି ପାଇଁ ଦିନ ଧାର୍ଯ୍ୟ ହେବ ।  ଏହାସହ ଏସଓପି ପ୍ରସ୍ତୁତି ସମ୍ପର୍କରେ ସବିଶେଷ ଆଲୋଚନା ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    27.7 ° C
    27.7 °
    27.7 °
    35 %
    0.9kmh
    21 %
    Sat
    28 °
    Sun
    33 °
    Mon
    35 °
    Tue
    38 °
    Wed
    38 °

    ସମ୍ବନ୍ଧିତ