Friday, March 27, 2026
31.5 C
Odisha

    ସକାଳୁ ସକାଳୁ ରାଜଧାନୀରେ ଭୟଙ୍କର ସଡକ ଦୁର୍ଘଟଣା, ଚାଲିଗଲା ୩ ଜୀବନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ସକାଳୁ ସକାଳୁ ରାଜଧାନୀରେ ଭୟଙ୍କର ସଡକ ଦୁର୍ଘଟଣା । ପିଟିଦେଲା ହାଇୱା, ଚାଲିଗଲା ୩ ଜୀବନ। ପାହାଳ ଥାନା ଅନନ୍ତପୁର ଛକ ନିକଟରେ ଏକ ହାଇୱା ଧକ୍କାରେ ତିନି ଜଣଙ୍କ ମୃତ୍ୟୁ ଘଟିଛି । ତିନି ଜଣ ଯୁବକ ବାଇକରେ ଯାଉଥିବା ବେଳେ ଏକ ହାଇୱା ଦ୍ରୁତଗତିରେ ଆସି ତାଙ୍କୁ ଧକ୍କା ଦେଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ତିନି ଜଣଙ୍କ ମୃତ୍ୟୁ ଘଟିଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    31.5 ° C
    31.5 °
    31.5 °
    26 %
    2.6kmh
    57 %
    Fri
    33 °
    Sat
    39 °
    Sun
    40 °
    Mon
    40 °
    Tue
    38 °

    ସମ୍ବନ୍ଧିତ