Monday, October 12, 2026
28 C
Odisha

    ସଡ଼କ ଦୁର୍ଘଟଣାରେ ଚାଲିଗଲା ମହିଳାଙ୍କ ଜୀବନ

    ଆଗକୁ ପଢନ୍ତୁ

    ରେଢ଼ାଖୋଲ: ଝିଅର ପାଠପଢ଼ା ପାଇଁ ଆବଶ୍ୟକ କାଗଜପତ୍ର ଦସ୍ତଖତ ପାଇଁ ଯାଉଥିବା ରାସ୍ତାରେ ମା’ଙ୍କର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି।  ରେଢ଼ାଖୋଲ -ଅନୁଗୁଳ ରାଜପଥରେ ବେତଗଡ଼ରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ଖର୍ସାଲି ଗ୍ରାମର ଯମୁନା ମୁଣ୍ଡା (୫୨)। ଏଣେ ଗ୍ରାମବାସୀମାନେ କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28 ° C
    28 °
    28 °
    69 %
    1.4kmh
    4 %
    Mon
    25 °
    Tue
    30 °
    Wed
    30 °
    Thu
    31 °
    Fri
    31 °

    ସମ୍ବନ୍ଧିତ