Friday, July 10, 2026
27.1 C
Odisha

    ସଡ଼କ ଦୁର୍ଘଟଣାରେ ବାଲେଶ୍ୱର ଜିଲ୍ଲାରେ କାର୍ଯ୍ୟରତ ଡିଏସପିଙ୍କ ମୃତ୍ୟୁ

    ଆଗକୁ ପଢନ୍ତୁ

    ଯାଜପୁର : ପାଣିକୋଇଲି ଥାନା କୃପାଳୁ ରାଇସ୍ ମିଲ୍ ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାରକୁ ଧକ୍କା ଦେଲା ଟ୍ରକ୍। ଦୁର୍ଘଟଣାରେ ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ଜଣେ ବାଲେଶ୍ୱର ଜିଲ୍ଲାରେ କାର୍ଯ୍ୟରତ ଡିଏସପି । ଡିଏସପି ବଳରାମ ନାୟକ କେନ୍ଦୁଝର ଘଟଗାଁରୁ ଘରକୁ ଫେରୁଥିଲେ । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଂଚି ଅଧିକ ତଦନ୍ତ କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.1 ° C
    27.1 °
    27.1 °
    80 %
    2.1kmh
    100 %
    Fri
    31 °
    Sat
    28 °
    Sun
    24 °
    Mon
    27 °
    Tue
    26 °

    ସମ୍ବନ୍ଧିତ