Monday, April 6, 2026
24.9 C
Odisha

    ସତୀଶ ଚନ୍ଦ୍ର ସାମଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଦୁଇ ଅଧିକାରୀଙ୍କୁ ନିଯୁକ୍ତି ଦିଆଯାଇଛି । ସତୀଶ ଚନ୍ଦ୍ର ସାମଲ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି । ସେହିଭଳି ବିନୋଦ ବିହାରୀ ସିଂହଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ମିଳିଛି । ପୂର୍ବରୁ ଯୋଜନା ଓ ସଂଯୋଜନା ବିଭାଗରେ କାର୍ଯ୍ୟରତ ଥିଲେ ବିନୋଦ ବିହାରୀ ସିଂହ । ଏବେ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ମିଳିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.9 ° C
    24.9 °
    24.9 °
    60 %
    0.8kmh
    0 %
    Mon
    37 °
    Tue
    38 °
    Wed
    39 °
    Thu
    38 °
    Fri
    39 °

    ସମ୍ବନ୍ଧିତ