Wednesday, April 1, 2026
38.7 C
Odisha

    ସପୁରୀରୀର ଉପକାରିତା ବିଷୟରେ ଆସନ୍ତୁ ଜାଣିବା

    ଆଗକୁ ପଢନ୍ତୁ

    ଋତୁ ଅନୁଯାୟୀ ମିଳୁଥିବା ଫଳ ଖାଇଲେ ଅନେକ ଶାରୀରିକ ସମସ୍ୟାକୁ ଦୂର କରିଥାଏ। ବିଶେଷ କରି ଖରାଦିନେ ଓ ବର୍ଷାଦିନେ ଟିକେ ଅଧିକ ପରିମାଣରେ ସପୁରୀ ମିଳିଥାଏ। ଏହି ସପୁରୀ ରସ ଆଖି ପାଇଁ ବେଶ ଲାଭଦାୟକ ବୋଲି ବିଶେଷଜ୍ଞମାନେ ମତ ଦିଅନ୍ତି। ଏହାଛଡା ସପୁରୀର ଅନେକ ଉପକାରି ଗୁଣ ମଧ୍ୟ ରହିଛି। ସେ ବିଷୟରେ ଆସନ୍ତୁ ଜାଣିବା –

    ସପୁରୀ ରସରରେ ଥିବା ବ୍ରୋମେଲେନ ବିଭିନ୍ନ ପ୍ରକାର ପେଟ ସମସ୍ୟାରୁ ମୁକ୍ତି ଦେଇଥାଏ।

    ଏଥିରେ ଥିବା ଏନଜାଇମ ପ୍ରୋଟିନକୁ ହଜମ କରିବାରେ ସହାୟକ ହୋଇଥାଏ।

    ସପୁରୀ ରସରେ ଥିବା ଭିଟାମିନ ସି ଓ ପୋଟାସିୟମ ଚର୍ମକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ।

    ସୁପରୀ ରସ ପିଇଲେ ମୃତ କୋଷିକା ଗୁଡିକ ସହଜରେ ବାହାରି ଯାଆନ୍ତି। ଫଳରେ ଚର୍ମ ଉଜ୍ୱଳ ହୋଇଥାଏ।

    ଏହି ରସକୁ ପିଇବା ଫଳରେ ଦାନ୍ତ ବା ମୁଖରେ ଥିବା ବ୍ୟାକ୍ଟେରିଆ ନଷ୍ଟ ହୋଇ ଯାଇଥାଆନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    38.7 ° C
    38.7 °
    38.7 °
    16 %
    2.7kmh
    0 %
    Wed
    39 °
    Thu
    41 °
    Fri
    41 °
    Sat
    39 °
    Sun
    39 °

    ସମ୍ବନ୍ଧିତ