Saturday, April 11, 2026
37.5 C
Odisha

    ସପ୍ତମାତୃକା ବେଶରେ ଦର୍ଶନ ଦେବେ ମା’ ଭଦ୍ରକାଳୀ

    ଆଗକୁ ପଢନ୍ତୁ

    ଦୀପାବଳି ପାଇଁ ଚଳଚଞ୍ଚଳ ଭଦ୍ରକ। ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ଚାଲିଛି ସ୍ୱତନ୍ତ୍ର ନୀତିକାନ୍ତି । ସାତ ଦିନରେ ସପ୍ତମାତୃକା ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମା’। କିନ୍ତୁ ଏହି ପୀଠରେ ମା’ ଭଦ୍ରକାଳୀ ବର୍ଷର ଗୋଟିଏ ଦିନ ଉଗ୍ରରୂପରେ ଦର୍ଶନ ଦେଉଥିବା ବେଳେ ଅନ୍ୟ ସମସ୍ତ ଦିନ ଶାନ୍ତ ରୂପରେ ଦର୍ଶନ ଦିଅନ୍ତି।

    ମା’ କାଳୀଙ୍କ କଥା ଆସିଲେ ସବୁବେଳେ ମନରେ ଆସେ ଉଗ୍ରରୂପାଙ୍କ ବିଷୟରେ । ଗଳାରେ ନରମୁଣ୍ଡ ମାଳୀ, ଲାଲ ରଙ୍ଗର ଜିହ୍ୱା ଆଉ ବଡ଼ ବଡ଼ ଚକ୍ଷୁର କଥା। କିନ୍ତୁ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ କ୍ଷେତ୍ରରେ ଏସବୁ କଥା ଅଲଗା । ଏଠାରେ ମା’ ବର୍ଷ ତମାମ ଶାନ୍ତ ବେଶରେ ଦର୍ଶନ ଦେଉଥିବା ବେଳେ କାଳୀ ପୂଜା ଅବସରରେ ଆୟୋଜିତ ହେଉଥିବା ସପ୍ତମାତୃକା ବେଶର ଗୋଟିଏ ଦିନ ଉଗ୍ରରୂପା ମହାକାଳୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦିଅନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.5 ° C
    37.5 °
    37.5 °
    10 %
    4.3kmh
    0 %
    Sat
    37 °
    Sun
    41 °
    Mon
    42 °
    Tue
    43 °
    Wed
    43 °

    ସମ୍ବନ୍ଧିତ