Wednesday, April 8, 2026
22.9 C
Odisha

    ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

    ଆଗକୁ ପଢନ୍ତୁ

    ଆଳି :  ସ୍କୁଲରେ ଲଜ୍ଜା । ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ଜ୍ଞାନ ହରାଇଲେ ଜ୍ଞାନଦାତା । ଛାତ୍ରୀଙ୍କୁ ବି ଛାଡ଼ିଲେନି ଶିକ୍ଷକ । ଛାତ୍ରୀଙ୍କୁ ଦୁଷ୍କର୍ମ କରିଥିବା ନେଇ ତିନି ଶିକ୍ଷକଙ୍କ ବିରୋଧରେ ସାଂଘାତିକ ଅଭିଯୋଗ । ଏଭଳି ଲଜ୍ଜାଜନକ ଘଟଣା ଘଟିଛି କେନ୍ଦ୍ରାପଡ଼ା ରାଜକନିକାରେ ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ । ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ୭ମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ।

    ସ୍କୁଲ ପରିସରରେ ଲଜ୍ଜା କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନା ଅଞ୍ଚଳରେ ଏକ ଘରୋଇ ଇଂଲିସ୍ ମିଡିୟମ ସ୍କୁଲରେ ଜଣେ ୭ମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବାର ଅଭିଯୋଗ ହୋଇଛି । ଏନେଇ ପୀଡ଼ିତାଙ୍କ ମାଆ କେନ୍ଦ୍ରାପଡା ଜିଲା CWCଙ୍କ ନିକଟରେ ଲିଖିତ ଭାବେ ଅବଗତ କରିଛନ୍ତି । CWC ଅବଗତ ହେବାପରେ ଏହି ଘଟଣାକୁ ଗୁରୁତର ସହ ନେଇଥିବା ବେଳେ ସମ୍ପୃକ୍ତ ସ୍କୁଲକୁ ଯାଇ ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ । ଘଟଣାରେ ୫ ଜଣଙ୍କୁ ଅଟକ ରଖି ପଚରା ଉଚାର କରୁଛି ପୋଲିସ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    22.9 ° C
    22.9 °
    22.9 °
    85 %
    1.8kmh
    18 %
    Wed
    38 °
    Thu
    37 °
    Fri
    39 °
    Sat
    39 °
    Sun
    40 °

    ସମ୍ବନ୍ଧିତ