Monday, August 31, 2026
24.4 C
Odisha

    ସବୁ ବିଭାଗ ସହ ସମନ୍ୱୟ ରକ୍ଷା କର, ସିଡିପିଓଙ୍କୁ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ନିର୍ଦ୍ଦେଶ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ସବୁ ବିଭାଗ ସହ ସମନ୍ୱୟ ରକ୍ଷା କରି ଗ୍ରାଉଣ୍ଡରେ କାମ କର । ଗ୍ରାଉଣ୍ଡରେ ସମସ୍ୟା ରହୁଛି କିନ୍ତୁ ଜାଣିଶୁଣି ଅଣ୍ଡର ରିପୋର୍ଟିଂ କରାଯାଉଛି । ତେଣୁ ଗ୍ରାଉଣ୍ଡରେ ଯାହା ସମସ୍ୟା ହେଉଛି ତାକୁ ସରକାରଙ୍କ ପାଖକୁ ଆଣନ୍ତୁ ବୋଲି ସିଡିପିଓମାନଙ୍କୁ କହିଛନ୍ତି ମୁଖ୍ୟ ସଚିବ ମନୋଜ ଆହୁଜା ।

    ସମସ୍ୟା ଆଣିଲେ ତାର ସମାଧାନର ବାଟ ବାହାର କରିବୁ। ରାଜ୍ୟର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ିକୁ ସଶକ୍ତ କରିବାର ଅଛି । ତେଣୁ ଯାହା ଆବଶ୍ୟକତା ରହୁଛି ପ୍ରସ୍ତାବ ଦିଅନ୍ତୁ ବୋଲି ମଧ୍ୟ କହିଛନ୍ତି ମୁଖ୍ୟ ଶାସନ ସଚିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.4 ° C
    24.4 °
    24.4 °
    95 %
    2.7kmh
    100 %
    Mon
    24 °
    Tue
    26 °
    Wed
    29 °
    Thu
    30 °
    Fri
    30 °

    ସମ୍ବନ୍ଧିତ