Sunday, September 20, 2026
24.1 C
Odisha

    ସବୁ ରାଜସ୍ୱ କାର୍ଯ୍ୟାଳୟରେ ଲାଗିବ ବାୟୋମେଟିକ୍‌, ଡେରିରେ ଅଫିସ ଆସିଲେ ହେବ କାର୍ଯ୍ୟାନୁଷ୍ଠାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତରଫରୁ ଆସିଛି ଏକ ବଡ ନିଷ୍ପତ୍ତିି। ଏଣିକି ଡେରିରେ ଅଫିସ ଆସିଲେ ପଡ଼ିବେ ଧରା ଅଫିସର । ଏହାପରେ ଅଫିସରଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ। ଏଣିକି ସବୁ ରାଜସ୍ୱ କାର୍ଯ୍ୟାଳୟରେ ବସିବ ବାୟୋମେଟିକ୍‌। ଜିଲ୍ଲାର ସମସ୍ତ କାର୍ଯ୍ୟାଳୟରେ ବାୟୋମେଟିକ୍ ଲାଗୁ ହେବା ନେଇ ନିଷ୍ପତି ହୋଇସାରିଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏନେଇ ନେଇଛନ୍ତି ନିଷ୍ପତ୍ତିି। ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି ରାଜ୍ୟ ସରକାର।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.1 ° C
    24.1 °
    24.1 °
    94 %
    1.1kmh
    92 %
    Sun
    30 °
    Mon
    31 °
    Tue
    31 °
    Wed
    31 °
    Thu
    24 °

    ସମ୍ବନ୍ଧିତ