Monday, June 22, 2026
36 C
Odisha

    ସବୁ ସେନାଧିକାରୀଙ୍କ ଛୁଟି ବାତିଲ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ସିଡିଏସ୍‌ ଓ ୩ ସେନା ପ୍ରମୁଖଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି । ଏହି ବୈଠକରେ ଅନେକ ନିଷ୍ପତ୍ତି ନିଆଯାଇଛି । କେନ୍ଦ୍ର ସରକାରଙ୍କ ସମୀକ୍ଷା ବୈଠକ ପରେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଆସିଛି। ବାତିଲ ହୋଇଛି ସବୁ ସେନାଧିକାରୀଙ୍କ ଛୁଟି । କୌଣସି କାରଣରୁ ଛୁଟିରେ ଥିଲେ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ସେନାକୁ ସହଯୋଗ କରିବାକୁ ଟେରିଟୋରିଆଲ ଆର୍ମିକୁ ମଧ୍ୟ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ରହିଛି।
    ମେ’ ୮ ଓ ୯ ରାତିରେ ସଫଳ ହୋଇନଥିବା ପାକିସ୍ତାନର ଡ୍ରୋନ୍‌ ଓ କ୍ଷେପଣାସ୍ତ୍ର ଆକ୍ରମଣ ପରେ ଶୁକ୍ରବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ସିଡିଏସ୍‌ ଓ ୩ ସେନା ପ୍ରମୁଖଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି । ବୈଠକର ଫଟୋ ଏବେ ସାମ୍ନାକୁ ଆସିଛି । ବୈଠକର ଫଟୋ ମଧ୍ୟ ଦୁନିଆକୁ କିଛି ବାର୍ତ୍ତା ଦେଉଛି । ଏହି ବନ୍ଦ କୋଠରୀରେ ହୋଇଥିବା ଉଚ୍ଚ ସ୍ତରୀୟ ବୈଠକରେ ଉପସ୍ଥିତ ଥିବା ଅଧିକାରୀ ଶାନ୍ତ ଓ ଆତ୍ମବିଶ୍ୱାସୀ ଦେଖାଯାଉଛନ୍ତି । ଏହି

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    36 ° C
    36 °
    36 °
    34 %
    4kmh
    62 %
    Mon
    35 °
    Tue
    33 °
    Wed
    40 °
    Thu
    39 °
    Fri
    34 °

    ସମ୍ବନ୍ଧିତ