Tuesday, March 10, 2026
36.4 C
Odisha

    ସମସ୍ତ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଛାଡ଼ ହେଲା ରାଜ୍ୟର ସମସ୍ତ ଦୁର୍ଗାପୂଜା ପେଣ୍ଡାଲ ଭଡ଼ା । ରାଜ୍ୟର ସବୁ ଦୁର୍ଗା ପୂଜା ପେଣ୍ଡାଲର ସରକାରୀ ଭଡ଼ା ଛାଡ଼ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ରାଜ୍ୟବାସୀଙ୍କୁ ଦୁର୍ଗାପୂଜାର ଶୁଭେଚ୍ଛା ଜଣାଇବା ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି । ଫଳରେ ଆଉ ପୂଜା ମଣ୍ଡପ ତଥା ଷ୍ଟାଣ୍ଡ ନିମନ୍ତେ କମିଟିକୁ ଆଉ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ । ଭୁବନେଶ୍ୱର ସହିତ ସାରା ଓଡ଼ିଶାର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲ ପାଇଁ ରେଣ୍ଟ ଛାଡ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.4 ° C
    36.4 °
    36.4 °
    21 %
    3.4kmh
    0 %
    Tue
    37 °
    Wed
    38 °
    Thu
    38 °
    Fri
    40 °
    Sat
    40 °

    ସମ୍ବନ୍ଧିତ