Monday, December 29, 2025
13.6 C
Odisha

    ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମାଆ ସମଲେଇଙ୍କର କଲେ ଦର୍ଶନ

    ଆଗକୁ ପଢନ୍ତୁ

    ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଗତକାଲିି ରାତିରେ ସମ୍ବଲପୁର ପହଞ୍ଚିବା ପରେ ଆଜି ମା’ ସମଲେଇଙ୍କ ଦର୍ଶନ କରିଛନ୍ତି ଧର୍ମେନ୍ଦ୍ର । ସମ୍ବଲପୁର ଲୋକସଭା ଆସନ ପାଇଁ ଧର୍ମେନ୍ଦ୍ର ପ୍ରଧାନଙ୍କ ନାଁ ଘୋଷଣା ହେବା ପରେ ପ୍ରଥମ ଥର ପାଇଁ ସମ୍ବଲପୁର ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ । ମା ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି କେନ୍ଦ୍ରମନ୍ତ୍ରୀ । ଏହାପରେ ଡାଇରିଆରେ ଆକ୍ରାନ୍ତ ହୋଇ ବୁର୍ଲା ମେଡିକାଲରେ ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କୁ ଭେଟିବେ ଧର୍ମେନ୍ଦ୍ର ପ୍ରଧାନ । ପରେ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ କର୍ମୀଙ୍କ ସହ ହୋଲି ଖେଳିବାର କାର୍ଯ୍ୟକ୍ରମ ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    13.6 ° C
    13.6 °
    13.6 °
    38 %
    1.7kmh
    0 %
    Sun
    13 °
    Mon
    28 °
    Tue
    28 °
    Wed
    29 °
    Thu
    29 °

    ସମ୍ବନ୍ଧିତ