Thursday, June 11, 2026
34.3 C
Odisha

    ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମାଆ ସମଲେଇଙ୍କର କଲେ ଦର୍ଶନ

    ଆଗକୁ ପଢନ୍ତୁ

    ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଗତକାଲିି ରାତିରେ ସମ୍ବଲପୁର ପହଞ୍ଚିବା ପରେ ଆଜି ମା’ ସମଲେଇଙ୍କ ଦର୍ଶନ କରିଛନ୍ତି ଧର୍ମେନ୍ଦ୍ର । ସମ୍ବଲପୁର ଲୋକସଭା ଆସନ ପାଇଁ ଧର୍ମେନ୍ଦ୍ର ପ୍ରଧାନଙ୍କ ନାଁ ଘୋଷଣା ହେବା ପରେ ପ୍ରଥମ ଥର ପାଇଁ ସମ୍ବଲପୁର ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ । ମା ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି କେନ୍ଦ୍ରମନ୍ତ୍ରୀ । ଏହାପରେ ଡାଇରିଆରେ ଆକ୍ରାନ୍ତ ହୋଇ ବୁର୍ଲା ମେଡିକାଲରେ ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କୁ ଭେଟିବେ ଧର୍ମେନ୍ଦ୍ର ପ୍ରଧାନ । ପରେ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ କର୍ମୀଙ୍କ ସହ ହୋଲି ଖେଳିବାର କାର୍ଯ୍ୟକ୍ରମ ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    34.3 ° C
    34.3 °
    34.3 °
    37 %
    1.3kmh
    19 %
    Thu
    42 °
    Fri
    41 °
    Sat
    40 °
    Sun
    38 °
    Mon
    43 °

    ସମ୍ବନ୍ଧିତ