Friday, October 30, 2026
21.4 C
Odisha

    ସମ୍ବଲପୁର କୋର୍ଟକୁ ବୋମା ଧମକ

    ଆଗକୁ ପଢନ୍ତୁ

    ସମ୍ବଲପୁର  :   ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ବାର୍ତ୍ତା ଇ-ମେଲ ଦିଆଯାଇଛି। ଯାହା ଜିଲ୍ଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା ପୂର୍ବରୁ ଜାନୁଆରୀ ୮, ମାର୍ଚ୍ଚ ୧ ଏବଂ ଏପ୍ରିଲ ୨ ତାରିଖରେ ଏଭଳି ତିନି ତିନିଥର ଧମକପୂର୍ଣ୍ଣ ମେଲ୍ ଆସିବା ପରେ ସମଗ୍ର ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପୂର୍ବକ ପୋଲିସ ସୁରକ୍ଷା ବାହିନୀ, ଦମକଳ ବାହିନୀ ସହ ବୋମା ନିଷ୍କ୍ରିୟକାରୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଜିଲାକୋର୍ଟ ପରିସର ସହିତ ସିଭିଲ କୋର୍ଟ ଆଦି ସମଗ୍ର ଅଞ୍ଚଳକୁ ତନ୍ନତନ୍ନ କରି ଯାଞ୍ଚ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.4 ° C
    21.4 °
    21.4 °
    98 %
    2.4kmh
    100 %
    Fri
    28 °
    Sat
    29 °
    Sun
    28 °
    Mon
    29 °
    Tue
    25 °

    ସମ୍ବନ୍ଧିତ