Monday, January 26, 2026
19.8 C
Odisha

    ସମ୍ବିଧାନ ପ୍ରତ୍ୟେକ ଭାରତୀୟଙ୍କ ଜୀବନର ମାନଦଣ୍ଡ:ମୁଖ୍ୟମନ୍ତ୍ରୀ ମୋହନ ମାଝୀ

    ଆଗକୁ ପଢନ୍ତୁ

    କଟକ: କଟକ ବାବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପତାକା ଉତ୍ତୋଳନ କରି ସମ୍ବୋଧନ କରିଥିଲେ ମୁଖ୍ୟମନ୍ତ୍ରୀ । କହିଥିଲେ, ସମ୍ବିଧାନ ଆମକୁ ଭାତୃଭାବରେ ବାନ୍ଧି ରଖିଛି । ସମ୍ବିଧାନ ପ୍ରତ୍ୟେକ ଭାରତୀୟଙ୍କ ଜୀବନର ମାନଦଣ୍ଡ । ଏହି ଅବସରରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ ।

    ଗୁଣାତ୍ମକ ଶିକ୍ଷା ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ବାରବାଟୀ ଷ୍ଟାଡିୟମରୁ ମହିଳାବିରୋଧୀ ହିଂସାକାରୀଙ୍କୁ ମୁଖ୍ୟମନ୍ତ୍ରୀ କଡ଼ା ଚେତାବନୀ ଶୁଣାଇଛନ୍ତି । ନାରୀ ସୁରକ୍ଷାକୁ ନେଇ ଆମର ଶୂନ୍ୟ ସହନଶୀଳତା ନୀତି । ମହିଳା ବିରୋଧୀ ହିଂସାକାରୀଙ୍କ ଗୋଟିଏ ଠିକଣା ଜେଲ୍ । ମହିଳା ବିରୋଧୀ ହିଂସାକୁ କଦାପି ବରଦାସ୍ତ କରାଯିବନି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19.8 ° C
    19.8 °
    19.8 °
    43 %
    2.3kmh
    3 %
    Mon
    19 °
    Tue
    31 °
    Wed
    33 °
    Thu
    32 °
    Fri
    33 °

    ସମ୍ବନ୍ଧିତ