Sunday, October 11, 2026
22.1 C
Odisha

    ସମ୍ଭାବ୍ୟ ବାତ୍ୟା ପାଇଁ ବାଲେଶ୍ୱରରେ ଛୁଟି ବାତିଲ କଲେ ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ସମ୍ଭାବ୍ୟ ବାତ୍ୟା ପାଇଁ ବାଲେଶ୍ୱରରେ ଛୁଟି ବାତିଲ। ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କଲେ ଜିଲ୍ଲାପାଳ। ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ଛୁଟି ବାତିଲ କଲେ ଜିଲ୍ଲାପାଳ। ଛୁଟିରେ ଥିବା କର୍ମଚାରୀଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ହୋଇଛି ନିର୍ଦ୍ଦେଶ। ଅଧିକାରୀଙ୍କୁ ନିଜ ନିଜ ମୁଖ୍ୟାଳୟରେ ରହିବା ପାଇଁ ନିର୍ଦ୍ଦେଶ କରାଯାଇଛି।

    ୨୮ ସଂଧ୍ୟା ପରେ ଆନ୍ଧ୍ର କାକିନାଡ଼ା ପାଖରେ ଲ୍ୟାଣ୍ଡଫଲ କରିବ ବାତ୍ୟା।  ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ଏନେଇ ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.1 ° C
    22.1 °
    22.1 °
    86 %
    0.9kmh
    0 %
    Sun
    30 °
    Mon
    29 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ