Wednesday, October 7, 2026
30.3 C
Odisha

    ସରକାରଙ୍କ ବଡ଼ ଘୋଷଣା, ୬୦ବର୍ଷ ବୟସ୍କଙ୍କୁ ପ୍ରତିମାସରେ ମିଳିବ ବାର୍ଦ୍ଧକ୍ୟ ଭତ୍ତା

    ଆଗକୁ ପଢନ୍ତୁ

    ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ବିଶେଷକରି ବରିଷ୍ଠ ଜନସାଧାରଣଙ୍କ ପାଇଁ ସରକାର କରିଛନ୍ତି ବଡ଼ ଘୋଷଣା। ବାର୍ଦ୍ଧକ୍ୟ ଭତ୍ତା ନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ବାର୍ଦ୍ଧକ୍ୟ ଭତ୍ତାକୁ ୨୫୦୦ ଟଙ୍କା ବଢାଇଛନ୍ତି ସରକାର। ସରକାର ୮୦ ହଜାର ବୃଦ୍ଧାବୃଦ୍ଧଙ୍କ ପାଇଁ ଏହି ନୂଆ ବାର୍ଦ୍ଧକ୍ୟ ଭତ୍ତା ବ୍ୟବସ୍ଥା ଆରମ୍ଭ କରିବାକୁ ଯାଉଛନ୍ତି। ଯାହା ଖୁବଶୀଘ୍ର ଲାଗୁ ହେବ । ଲାଗୁ ହେବାପରେ ବର୍ତ୍ତମାନ ୫ ଲକ୍ଷ ୩୦ ହଜାର ବୟସ୍କଙ୍କୁ ପେନସନ ମିଳିବ। ଏହା ଲାଗୁ ହେବା ପରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ହଜାର ଆବେଦନ ଆସିଛି। ତେଣୁ ଏହାକୁ ବିଚାର କରାଯାଇ, ସେମାନଙ୍କୁ ଏହି ଯୋଜନାରେ ସାମିଲ କରାଯିବ । ଦିଲ୍ଲୀ ସରକାରଙ୍କ ଘୋଷଣା ଅନୁସାରେ, ୬୦ରୁ ୬୯ ବର୍ଷ ବୟସର ବୃଦ୍ଧାବୃଦ୍ଧଙ୍କୁ ପ୍ରତିମାସରେ ୨ ହଜାର ଟଙ୍କା ଭତ୍ତା ଦିଆଯିବ। ସେହିପରି ୭୦ ବର୍ଷରୁ ଅଧିକ ବୟସର ଲୋକଙ୍କୁ ମାସିକ ୨୫୦୦ ଟଙ୍କା ଭତ୍ତା ପ୍ରଦାନ କରାଯିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.3 ° C
    30.3 °
    30.3 °
    57 %
    0.7kmh
    0 %
    Wed
    31 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ