Sunday, March 22, 2026
20.3 C
Odisha

    ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ-ମହାବିଦ୍ୟାଳୟର ଶିକ୍ଷକ-କର୍ମଚାରୀଙ୍କ ଗ୍ରାଚୁଇଟି ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀ ମାନଙ୍କ ଗ୍ରାଚୁଇଟି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସରକାରୀ ଅନୁଦାନ ପ୍ରାପ୍ତ ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀ ମାନଙ୍କ ମୃତ୍ୟୁ ଓ ଅବସରକାଳୀନ ଗ୍ରାଚୁଇଟି ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି ହେଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    20.3 ° C
    20.3 °
    20.3 °
    44 %
    1.3kmh
    13 %
    Sun
    33 °
    Mon
    34 °
    Tue
    37 °
    Wed
    38 °
    Thu
    40 °

    ସମ୍ବନ୍ଧିତ