Friday, April 3, 2026
39.1 C
Odisha

    ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ଆଜି ଆକାଉଣ୍ଟକୁ ଆସିବ ଦରମା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ସରକାରୀ କର୍ମଚାରୀମାନଙ୍କ ପାଇଁ ଖୁସି ଖବର। ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା। ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ମାସର ଶେଷ କାର୍ଯ୍ୟ ଦିବସରେ ଦରମା ମିଳିବ। ଦଶହରା ପରି ପାର୍ବଣ ୠତୁରେ ବିଭିନ୍ନ ସାମଗ୍ରୀ କିଣାକିଣି ହୋଇଥାଏ ଏବଂ ଏବର୍ଷ ସାରା ଦେଶରେ ଜିଏସଟି ୨.୦ ସଂସ୍କାର ପରେ ସାରା ଦେଶରେ ବଚତ୍ ଉତ୍ସବ ମଧ୍ୟ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ମାସର ଦରମା ୨୬ ତାରିଖ ସୁଦ୍ଧା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ