Sunday, November 1, 2026
27.8 C
Odisha

    ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ଆଜି ଆକାଉଣ୍ଟକୁ ଆସିବ ଦରମା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ସରକାରୀ କର୍ମଚାରୀମାନଙ୍କ ପାଇଁ ଖୁସି ଖବର। ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା। ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ମାସର ଶେଷ କାର୍ଯ୍ୟ ଦିବସରେ ଦରମା ମିଳିବ। ଦଶହରା ପରି ପାର୍ବଣ ୠତୁରେ ବିଭିନ୍ନ ସାମଗ୍ରୀ କିଣାକିଣି ହୋଇଥାଏ ଏବଂ ଏବର୍ଷ ସାରା ଦେଶରେ ଜିଏସଟି ୨.୦ ସଂସ୍କାର ପରେ ସାରା ଦେଶରେ ବଚତ୍ ଉତ୍ସବ ମଧ୍ୟ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ମାସର ଦରମା ୨୬ ତାରିଖ ସୁଦ୍ଧା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    27.8 ° C
    27.8 °
    27.8 °
    73 %
    1.2kmh
    20 %
    Sun
    28 °
    Mon
    25 °
    Tue
    28 °
    Wed
    26 °
    Thu
    27 °

    ସମ୍ବନ୍ଧିତ