Saturday, March 14, 2026
24.5 C
Odisha

    ସରକାରୀ ବସ୍‌ରେ ମାଗଣା ସ୍କୁଲ୍ ଯାଇପାରିବେ ଛାତ୍ରଛାତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ସରକାରୀ ବସ୍‌ରେ ଛାତ୍ରଛାତ୍ରୀ ମାଗଣା ସ୍କୁଲ ଯାଇପାରିବେ। ପରିଚୟପତ୍ର ଦେଖାଇ ମାଗଣାରେ ଛାତ୍ରଛାତ୍ରୀ ସ୍କୁଲ ଯିବେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି ।

    ସେ ଆହୁରି କହିଛନ୍ତି ଯେ, ପ୍ରଥମରୁ ଦ୍ୱାଦଶ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣାରେ ପାଠ୍ୟ ପୁସ୍ତକ ଦିଆଯିବ । ଭାରତୀୟ ଶିକ୍ଷାନୀତି ଅନୁଯାୟୀ, ପ୍ରାଥମିକ ଶିକ୍ଷାରେ ବ୍ୟାପକ ପରିବର୍ତ୍ତନ ହେବ । ଏନସିଇଆରଟି ଢାଞ୍ଚାରେ ଏସସିଇଆରଟିକୁ ବିକଶିତ କରିବାକୁ ପଦକ୍ଷେପ ନିଆଯିବ । ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ ଦିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.5 ° C
    24.5 °
    24.5 °
    48 %
    2.4kmh
    0 %
    Fri
    25 °
    Sat
    39 °
    Sun
    39 °
    Mon
    37 °
    Tue
    38 °

    ସମ୍ବନ୍ଧିତ