Wednesday, September 10, 2025
28.2 C
Odisha

    ସରକାରୀ ବାସଭବନ ଭଙ୍ଗା ପ୍ରସଙ୍ଗ: ‘କ୍ବାର୍ଟର ଯେମିତି ଥିଲା, ସେମିତି ଫେରାଇବି’

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ସରକାରୀ ବାସଭବନ ଭଙ୍ଗା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ । କହିଲେ ବିଭ୍ରାନ୍ତିକର ଖବର ପ୍ରସାରଣ କରୁଛନ୍ତି କିଛି ଗଣମାଧ୍ୟମ । ବଙ୍କର କରାଯାଇଥିବା ନେଇ ଖବର ପ୍ରକାଶ ପାଉଛି । ଯାହା ସଂପୂର୍ଣ୍ଣ ଭାବେ ମିଥ୍ୟା ବୋଲି କହିଛନ୍ତି ପ୍ରଣବ। ସେହିଭଳି କିଛି ଗଣମାଧ୍ୟମକୁ ସଦବୁଦ୍ଧି ମିଳୁ। ‘ମୋତେ କ୍ବାର୍ଟର ଛାଡ଼ିବା ପାଇଁ ୪ ତାରିଖ ପର୍ଯ୍ୟନ୍ତ ସମୟ ଦିଆଯାଇଛି ଓ ୧୫ ତାରିଖ ଯାଏଁ ହାତରେ ସମୟ ଅଛି । ସରକାରୀ କ୍ବାର୍ଟର ଯେଉଁଭଳି ନିଆଯାଇଥାଏ ସେଭଳି ଫେରାଯାଏ । ମୁଁ କିଛି ଅସ୍ଥାୟୀ ନିର୍ମାଣ କରିଥିଲି, ଲୋକଙ୍କ ଅଭିଯୋଗ ଶୁଣାଣି ଓ ସୁବିଧା ପାଇଁ ।’ ସେଗୁଡିକୁ ଭାଙ୍ଗିବାରେ କିଛି ଅସୁବିଧା ନାହିଁ ବୋଲି କହିଛନ୍ତି ପ୍ରଣବ ପ୍ରକାଶ ଦାସ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.2 ° C
    28.2 °
    28.2 °
    80 %
    0.9kmh
    51 %
    Wed
    27 °
    Thu
    31 °
    Fri
    32 °
    Sat
    30 °
    Sun
    32 °

    ସମ୍ବନ୍ଧିତ