Thursday, March 26, 2026
33.1 C
Odisha

    ସରପଞ୍ଚଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଲେ ଭିଜିଲାନ୍ସ ଅଧିକାରୀ

    ଆଗକୁ ପଢନ୍ତୁ

    କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ବୃନ୍ଦାବାହାଲ ସରପଞ୍ଚ ଦିନେଶ ରାଉତ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଦିନେଶ କାରରେ ଟଙ୍କା ନେଇ ଯାଉଥିବା ବେଳେ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଛନ୍ତି ଭିଜିଲାନ୍ସ ଅଧିକାରୀ । ତାଙ୍କ ଠାରୁ ୬ ଲକ୍ଷ ଟଙ୍କା ଜବତ ହୋଇଥିବା ବେଳେ ତାଙ୍କ ବୃନ୍ଦାବାହାଲ ସ୍ଥିତ ଘରେ ଚଢ଼ାଉ ଜାରି ରହିଛି। ଅନ୍ୟପକ୍ଷେ ଦିନେଶଙ୍କୁ ଅଟକ ରଖି ଭିଜିଲାନ୍ସ ପଚରାଉଚରା କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    33.1 ° C
    33.1 °
    33.1 °
    31 %
    1.9kmh
    0 %
    Thu
    37 °
    Fri
    39 °
    Sat
    40 °
    Sun
    41 °
    Mon
    41 °

    ସମ୍ବନ୍ଧିତ