Saturday, January 31, 2026
24.7 C
Odisha

    ସରିଲା କ୍ୟାବିନେଟ ବୈଠକ, ୪ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ସରିଲା ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସଭା ଭବନରେ ବସିଥିଲା ବୈଠକ । ଜରୁରୀ ନିଷ୍ପତି ନେଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟ ଶାସନ ସଚିବଙ୍କ ସମେତ ବିଭାଗୀୟ ମନ୍ତ୍ରୀ ଉପସ୍ଥିତ ଥିଲେ । ଏକାଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିଲା ମୋହର । ୪ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.7 ° C
    24.7 °
    24.7 °
    32 %
    1.9kmh
    86 %
    Sat
    23 °
    Sun
    31 °
    Mon
    32 °
    Tue
    32 °
    Wed
    33 °

    ସମ୍ବନ୍ଧିତ