Sunday, September 20, 2026
24.4 C
Odisha

    ସରିଲା ଛେରାପହଁରା ନୀତି

    ଆଗକୁ ପଢନ୍ତୁ

    ତିନିରଥରେ ରଥାରୂଢ ତିନିଠାକୁର । ପହଣ୍ଡି ସରିବା ପରେ ଚାଲିଛି ନୀତିକାନ୍ତି । ପୁରୀରେ ରଥଯାତ୍ରା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଗଜପତି ମହାରାଜଙ୍କ ଛେରାପହଁରା ପରେ ତିନିରଥ ମାଉସୀ ମା ଅଭିମୁଖେ ଯାତ୍ରା କରିବେ । ଛେରାପହଁରା ପୂର୍ବରୁ ରଥ ଉପରେ ତିନିଠାରୁଙ୍କୁ ଦର୍ଶନ କରିଛନ୍ତି ଶଙ୍କରାଚାର୍ଯ୍ୟ । ନିଜ ପାରିଷଦବର୍ଗଙ୍କ ସହ ସେ ରଥରେ ଚତୁୁର୍ଧାମୂର୍ତ୍ତିଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ ଶଙ୍କରାଚାର୍ଯ୍ୟ । ଏହା ପରେ ଗଜପତି ଛେରାପହଁରା ନୀତି ଆରମ୍ଭ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    24.4 ° C
    24.4 °
    24.4 °
    94 %
    1.2kmh
    49 %
    Sun
    24 °
    Mon
    30 °
    Tue
    28 °
    Wed
    29 °
    Thu
    24 °

    ସମ୍ବନ୍ଧିତ