Sunday, October 4, 2026
29.6 C
Odisha

    ସର୍ଟ ସର୍କିଟରୁ ଗୁଣପୁର ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ବଡ଼ ଧରଣର ଅଗ୍ନିକାଣ୍ଡ

    ଆଗକୁ ପଢନ୍ତୁ

    ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଗୁଣପୁର ସ୍ଥିତ  ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ସର୍ଟ ସର୍କିଟ ଯୋଗୁ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛିI  କମ୍ପ୍ୟୁଟର ବିଭାଗରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଛି ବୋଲି ପ୍ରାରମ୍ଭିକ ସୂଚନା ମିଳିଛି l

    ନିଆଁ ଲାଗିଥିବା ଖବର ପାଇ ସ୍ଥାନୀୟ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛିI ନିଆଁ ଲାଗିବା ଦ୍ୱାରା ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳି ନାହିଁI

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.6 ° C
    29.6 °
    29.6 °
    53 %
    1.6kmh
    2 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ