Wednesday, March 11, 2026
36.7 C
Odisha

    ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ, ଗୁଜୁରାଟରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

    ଆଗକୁ ପଢନ୍ତୁ

    ଗୁଜୁରାଟ  :  ଆଜି ଏକତା ଦିବସ ପାଳୁଛି ଦେଶ । ୧୫୦ତମ ଜୟନ୍ତୀରେ ଲୌହ ମାନବ ସର୍ଦ୍ଦାର ପଟେଲଙ୍କୁ କୃତଜ୍ଞତା ଜଣାଉଛି ଦେଶ ।ଏହି କାର୍ଯ୍ୟକ୍ରମ ଗୁଜରାଟରେ ଆୟୋଜିତ ହୋଇଛି । ପ୍ରଧାନମନ୍ତ୍ରୀ ମୋଦି ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଷ୍ଟାଚ୍ୟୁରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

    ଭାରତର ଲୌହପୁରୁଷ ସର୍ଦ୍ଦାର ବଳ୍ଲଭଭାଇ ପଟେଲଙ୍କ ଜନ୍ମ ବାର୍ଷିକୀ ରାଷ୍ଟ୍ରୀୟ ଏକତା ଦିବସ ପ୍ରତିବର୍ଷ ଅକ୍ଟୋବର ୩୧ରେ ପାଳନ କରାଯାଉଛି । ରାଷ୍ଟ୍ରୀୟ ଏକତା ଦିବସ ଭାରତର ଏକତା, ଅଖଣ୍ଡତା ଏବଂ ଜାତୀୟ ସଂହତିର ପ୍ରତୀକ । ସର୍ଦ୍ଦାର ପଟେଲଙ୍କ ୧୫୦ ତମ ଜୟନ୍ତୀ ପାଳନ ପାଇଁ ଚଳିତ ବର୍ଷର ରାଷ୍ଟ୍ରୀୟ ଏକତା ଦିବସ ପାଳନ ବିଶେଷ ଭାବରେ ସ୍ବତନ୍ତ୍ର । ଚଳିତ ବର୍ଷର ଉତ୍ସବ ଅନେକ ଦୃଷ୍ଟିରୁ ଅନନ୍ୟ ହେବ, ଯାହା ଏହି ଐତିହାସିକ ଅବସରକୁ ସ୍ମରଣୀୟ କରି ରଖିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.7 ° C
    36.7 °
    36.7 °
    16 %
    3.8kmh
    0 %
    Wed
    37 °
    Thu
    38 °
    Fri
    39 °
    Sat
    40 °
    Sun
    37 °

    ସମ୍ବନ୍ଧିତ