Friday, September 18, 2026
26.3 C
Odisha

    ସାତକୋଶିଆରେ ନାହାନ୍ତି ବାଘ: ପିସିସିଏଫ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ପିସିସିଏଫ ପ୍ରେମ କୁମାର ଝା ଆଜି ଏକ ବଡ଼ ସୂଚନା ଦେଇଛନ୍ତି। ସାତକୋଶିଆରେ ବାଘ ଶୂନ୍ୟ ହୋଇଯାଇଥିବା ପିସିସିଏଫ ଝା ପ୍ରକାଶ କରିଛନ୍ତି। ବର୍ତ୍ତମାନ ସାତକୋଶିଆକୁ କୌଣସି ବାଘ ଆଣିବାକୁ ଯୋଜନା ନାହିଁ। ୫ ବର୍ଷ ତଳେ ସାତକୋଶିଆରେ ବାଘ ରହିଥିଲେ, ବର୍ତ୍ତମାନ ଆଉ ବାଘ ନ ଥିବା ସେ କହିଛନ୍ତି।

    ଶିମିଳିପାଳରେ ୨ ପ୍ରକାର ନର୍ମାଲ ଟାଇଗର ଏବଂ ବ୍ଲାକ ଟାଇଗର ବାଘ ଅଛନ୍ତି। ପ୍ରତି ୪ ବର୍ଷରେ ଥରେ ବାଘ ଗଣାନା କରାଯାଉଛି। ଶିମିଳିପାଳରେ ବର୍ତ୍ତମାନ ବାଘଙ୍କ ସଂଖ୍ୟା ୩୦ ରହିଛି। ଶାବକଙ୍କୁ ୨ବର୍ଷ ହେଲା ପରେ ଗଣନାରେ ସାମିଲ କରାଯିବ ବୋଲି ପିସିସିଏଫ ଝା ପ୍ରକାଶ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.3 ° C
    26.3 °
    26.3 °
    84 %
    0.4kmh
    100 %
    Fri
    27 °
    Sat
    31 °
    Sun
    31 °
    Mon
    29 °
    Tue
    30 °

    ସମ୍ବନ୍ଧିତ