Sunday, January 25, 2026
28.9 C
Odisha

    ସାରା ରାଜ୍ୟରେ ଏବେ ହାଡ଼ ଭଙ୍ଗା ଶୀତ, ୧୩ ତାରିଖ ପରେ କମିବ ଶୀତ

    ଆଗକୁ ପଢନ୍ତୁ

     

    ଆସନ୍ତା ୨ଦିନ ଯାଏ ରାଜ୍ୟରେ ଅସହ୍ୟ ଶୀତଲହରୀ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ଶୀତଲହରୀ ଜାରି ରହିଛି । ଫଳରେ ଖସିଛି ତାପମାତ୍ରା । ଉତ୍ତର – ଆଭ୍ୟନ୍ତରୀଣ ଓଡିଶାରେ ତାପମାତ୍ରା ସ୍ବାଭାବିକ ଠାରୁ ୫ରୁ ୬ ଡିଗ୍ରୀ ସେଲସିୟସ ତଳେ ରହିଥିବା ବେଳେ ଦକ୍ଷିଣ ଓଡ଼ିଶାରେ ତାମମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ କମ ରହିଛି । ୧୩ ତାରିଖ ପରେ ଶୀତ କମିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଅନ୍ୟପଟେ ଦୁଇ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ସ୍ଥିତିର ମଧ୍ୟ ଆଶଙ୍କାର ରହିଛି ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.9 ° C
    28.9 °
    28.9 °
    19 %
    2.2kmh
    0 %
    Sun
    30 °
    Mon
    31 °
    Tue
    32 °
    Wed
    33 °
    Thu
    33 °

    ସମ୍ବନ୍ଧିତ