Monday, June 22, 2026
36 C
Odisha

    ସାରା ରାଜ୍ୟରେ ଏବେ ହାଡ଼ ଭଙ୍ଗା ଶୀତ, ୧୩ ତାରିଖ ପରେ କମିବ ଶୀତ

    ଆଗକୁ ପଢନ୍ତୁ

     

    ଆସନ୍ତା ୨ଦିନ ଯାଏ ରାଜ୍ୟରେ ଅସହ୍ୟ ଶୀତଲହରୀ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ଶୀତଲହରୀ ଜାରି ରହିଛି । ଫଳରେ ଖସିଛି ତାପମାତ୍ରା । ଉତ୍ତର – ଆଭ୍ୟନ୍ତରୀଣ ଓଡିଶାରେ ତାପମାତ୍ରା ସ୍ବାଭାବିକ ଠାରୁ ୫ରୁ ୬ ଡିଗ୍ରୀ ସେଲସିୟସ ତଳେ ରହିଥିବା ବେଳେ ଦକ୍ଷିଣ ଓଡ଼ିଶାରେ ତାମମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ କମ ରହିଛି । ୧୩ ତାରିଖ ପରେ ଶୀତ କମିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଅନ୍ୟପଟେ ଦୁଇ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ସ୍ଥିତିର ମଧ୍ୟ ଆଶଙ୍କାର ରହିଛି ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    36 ° C
    36 °
    36 °
    34 %
    4kmh
    62 %
    Mon
    35 °
    Tue
    33 °
    Wed
    40 °
    Thu
    39 °
    Fri
    34 °

    ସମ୍ବନ୍ଧିତ