Friday, October 2, 2026
29.9 C
Odisha

    ସାରା ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା, ୨୫ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ସାରା ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା । ବିଜୁଳି, ଘଡଘଡି ସହ କାଳବୈଶାଖୀ ବର୍ଷା ପାଇଁ ୨୫ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୨୫ ଜିଲ୍ଲା ମଧ୍ୟରୁ ୪ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକକୁ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟ ଜିଲ୍ଲା ଗୁଡିକୁ ୟେଲୋ ଆଲର୍ଟ ଜାରି ହୋଇଛି । ସେହିପରି ଆସନ୍ତକାଲି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜାରି ରହିବ । ଏନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    29.9 ° C
    29.9 °
    29.9 °
    59 %
    1.3kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ