Friday, October 2, 2026
23.8 C
Odisha

    ସିଡିଏର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର

    ଆଗକୁ ପଢନ୍ତୁ

    କଟକ   : ସଙ୍ଗୀତ ଜଗତ ପାଇଁ ଏକ ଦୁଃଖ ଖବର। ଓଡ଼ିଶାର ସୁନାମ ଧନ୍ୟ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର ଅସୁସ୍ଥ ଥିବା ନେଇ ସୂଚନା ମିଳିଛି।

    ସେ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ତୁରନ୍ତ କଟକର ସିଡିଏରେ ଥିବା ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା କୁହାଯାଉଛି। ସେ ଦୀର୍ଘ ଦିନ ହେବ ଲିଭର୍ ଜନିତ ରୋଗରେ ପୀଡ଼ିତ ଥିବା ସୂଚନା ମିଳିଛି।  ଆଉ ଏବେ ଶରୀରରେ ପୋଟାସିୟମ କମି ଯିବାରୁ ଗୁରୁତର ହୋଇଛନ୍ତି। ତେଣୁ ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    23.8 ° C
    23.8 °
    23.8 °
    79 %
    1.6kmh
    13 %
    Thu
    24 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ