Saturday, October 10, 2026
29.2 C
Odisha

    ସୁଟିଂ ସାରି ଫେରିବା ବେଳେ ଦୁର୍ଘଟଣା,ନାଳକୁ ଖସିଲା ଅଭିନେତା ଅଶ୍ରୁମୋଚନଙ୍କ କାର୍‌

    ଆଗକୁ ପଢନ୍ତୁ

    ଭୁବନେଶ୍ବର   :   ଅଭିନେତା ଅଶ୍ରୁମୋଚନ ମହାନ୍ତିଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୁଟିଂ ସାରି ରାତିରେ ଫେରୁଥିବା ବେଳେ ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି । ତେବେ କାର ସମ୍ମୁଖକୁ ହଠାତ କୁକୁର ପଳାଇ ଆସିବାରୁ ନିୟନ୍ତ୍ରଣ ହରାଇ କାରଟି ନାଳରେ ଖସିପଡ଼ିଥିବା ଜଣାପଡ଼ିଛି । ଭୁବନେଶ୍ୱର ପଟିଆ କଳାଝରି ସାଇପନ ନିକଟରେ ଦୟା ୱେଷ୍ଟ ନିକଟରେ ଏହି ଦୁର୍ଘଟଣା ଘଟିଛି । ସ୍ୱଭାଗ୍ୟବଶତଃ ଅଶ୍ରୁମୋଚନ ସୁରକ୍ଷିତ ଥିବା ସୂଚନା ମିଳିଛି ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.2 ° C
    29.2 °
    29.2 °
    60 %
    1.7kmh
    0 %
    Sat
    30 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ