Monday, November 16, 2026
25.6 C
Odisha

    ସୁନା ଏବଂ ରୁପା ଦରରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ଦାମ୍

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୭,୬୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୬,୧୪୦ ଟଙ୍କା ଛୁଇଁଛି । ୧୮ କ୍ୟାରେଟ ସୁନା ଦାମ୍ ୧,୦୩,୨୧୦ ଟଙ୍କା ରହିଛି ।

    ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧,୩୭,୬୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୬,୧୪୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନା ୧,୩୭,୬୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୬,୧୪୦ ଟଙ୍କା ଛୁଇଁଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୩୭,୭୬୦ ଟଙ୍କା ଓ ୨୨ କ୍ୟାରଟେ ୧,୨୬,୨୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୩୭,୬୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୬,୧୪୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୭,୬୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୬,୧୪୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୯୪,୯୦୦ ଟଙ୍କା ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.6 ° C
    25.6 °
    25.6 °
    57 %
    1.4kmh
    96 %
    Mon
    27 °
    Tue
    26 °
    Wed
    25 °
    Thu
    21 °
    Fri
    19 °

    ସମ୍ବନ୍ଧିତ