Saturday, November 21, 2026
25.2 C
Odisha

    ସୁନା ଏବଂ ରୁପା ଦରରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଦାମ୍

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୫,୫୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୫,୦୯୦ ଟଙ୍କା ଛୁଇଁଛି । ୧୮ କ୍ୟାରେଟ ସୁନା ଦାମ୍ ୯୪,୧୭୦ ଟଙ୍କା ରହିଛି ।

    ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧,୨୫,୫୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୫,୦୯୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନା ୧,୨୫,୫୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୫,୦୯୦ ଟଙ୍କା ଛୁଇଁଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୨୫,୭୧୦ ଟଙ୍କା ଓ ୨୨ କ୍ୟାରଟେ ୧,୧୫,୨୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୨୫,୫୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୫,୦୯୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୫,୫୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୫,୦୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୭୪,୯୦୦ ଟଙ୍କା ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.2 ° C
    25.2 °
    25.2 °
    82 %
    1kmh
    89 %
    Sat
    27 °
    Sun
    29 °
    Mon
    28 °
    Tue
    27 °
    Wed
    26 °

    ସମ୍ବନ୍ଧିତ