Sunday, November 15, 2026
25.8 C
Odisha

    ସୁନା ଏବଂ ରୁପା ଦରରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ଦାମ୍

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୭,୬୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୬,୧୫୦ ଟଙ୍କା ଛୁଇଁଛି । ୧୮ କ୍ୟାରେଟ ସୁନା ଦାମ୍ ୧,୦୩,୨୨୦ ଟଙ୍କା ରହିଛି ।

    ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧,୩୭,୬୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୬,୧୫୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନା ୧,୩୭,୬୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୬,୧୫୦ ଟଙ୍କା ଛୁଇଁଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୩୭,୭୭୦ ଟଙ୍କା ଓ ୨୨ କ୍ୟାରଟେ ୧,୨୬,୩୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୩୭,୬୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୬,୧୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୭,୬୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୬,୧୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୯୫,୦୦୦ ଟଙ୍କା ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25.8 ° C
    25.8 °
    25.8 °
    53 %
    1.6kmh
    38 %
    Sun
    27 °
    Mon
    27 °
    Tue
    27 °
    Wed
    26 °
    Thu
    19 °

    ସମ୍ବନ୍ଧିତ