Saturday, November 28, 2026
22.6 C
Odisha

    ସୁନା ଓ ରୁପା ବଜାରରେ ନିଆଁ, ଦର ବୃଦ୍ଧିରେ ଚିନ୍ତାରେ ଗ୍ରାହକ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୭,୮୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୭,୨୦୦ ଟଙ୍କା ଛୁଇଁଛି । ୧୮ କ୍ୟାରେଟ ସୁନା ଦାମ୍ ୯୫,୮୯ ୦ ଟଙ୍କା ରହିଛି ।

    ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧,୨୭,୮୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୭,୨୦୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନା ୧,୨୭,୮୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୭,୨୦୦ ଟଙ୍କା ଛୁଇଁଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୨୮,୦୧୦ ଟଙ୍କା ଓ ୨୨ କ୍ୟାରଟେ ୧,୧୭,୩୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୨୭,୮୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୭,୨୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୭,୮୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୭,୨୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୯୦,୦୦୦ ଟଙ୍କା ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.6 ° C
    22.6 °
    22.6 °
    52 %
    1.4kmh
    1 %
    Sat
    24 °
    Sun
    25 °
    Mon
    26 °
    Tue
    26 °
    Wed
    26 °

    ସମ୍ବନ୍ଧିତ