Monday, April 13, 2026
40.8 C
Odisha

    ସୁପର-୮ରେ ଭାରତ ଓ ଓ୍ଵେଷ୍ଟଇଣ୍ଡିଜ ମ୍ୟାଚ : ଭାରତକୁ ୧୯୬ ରନର ଟାର୍ଗେଟ ଦେଲା ଓ୍ଵେଷ୍ଟଇଣ୍ଡିଜ

    ଆଗକୁ ପଢନ୍ତୁ

    ଆଜି ଟି-୨୦ ବିଶ୍ଵକପ୍ ୨୦୨୬ର ସୁପର-୮ରେ ଭାରତ ଓ ଓ୍ଵେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଉଛି ଗୁରୁତ୍ଵପୂର୍ଣ୍ଣ ମ୍ୟାଚ୍ । ଏହି ମ୍ୟାଚରେ ଟସ୍ ଜିତି ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ । ପ୍ରଥମେ ବ୍ୟାଟିଂ କରି ଓ୍ଵେଷ୍ଟଇଣ୍ଡିଜ ୪ ଉଇକେଟ ହରାଇ ଭାରତକୁ ୧୯୬ ରନର ଟାର୍ଗେଟ ଦେଇଛି ।

    ଭାରତ ପକ୍ଷରୁ ଯଶପ୍ରୀତ ବୁମରା ୨, ବରୁଣ ଚକ୍ରବର୍ତ୍ତୀ ୧, ହାର୍ଦ୍ଦିକ ପାଣ୍ଡ୍ୟା ୧ ଉଇକେଟ ନେଇଛନ୍ତି ।

    ଭାରତ: ଅଭିଷେକ ଶର୍ମା, ସଞ୍ଜୁ ସାମସନ, ଇଶାନ କିଷନ, ସୂର୍ଯ୍ୟକୁମାର ଯାଦବ (ଅଧିନାୟକ), ତିଳକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା, ଶିବମ ଦୁବେ, ଅକ୍ଷର ପଟେଲ, ଯଶପ୍ରୀତ ବୁମରା, ଅର୍ଶଦୀପ ସିଂହ, ବରୁଣ ଚକ୍ରବର୍ତ୍ତୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    40.8 ° C
    40.8 °
    40.8 °
    10 %
    3.7kmh
    0 %
    Mon
    40 °
    Tue
    41 °
    Wed
    43 °
    Thu
    44 °
    Fri
    44 °

    ସମ୍ବନ୍ଧିତ