Tuesday, April 7, 2026
24.1 C
Odisha

    ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ UPDATE : ଜାନୁଆରୀ ଶେଷରେ ଚତୁର୍ଥ ପର୍ଯ୍ୟାୟ ଟଙ୍କା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଘୋଷଣା । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଅପଡେଟ ଦେଇଛନ୍ତି ଯେ ଏଯାବତ୍ ସୁଭଦ୍ରାରେ ୧୭ ହଜାର ମହିଳା ପୁଣି ସାମିଲ ହୋଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅପଟ୍ ଆଉଟ ହୋଇଥିବା ୧୭ ହଜାର ମହିଳା ପୁଣିଥରେ ସୁଭଦ୍ରାରେ ମିଶିଛନ୍ତି । ସମୁଦାୟ ୩୧ ହଜାର ଅପଟ ଆଉଟ୍ ହୋଇଥିଲେ । ବର୍ତ୍ତମାନ ୧୭ ହଜାର ପୁନଃ ସାମଲ ହୋଇଛନ୍ତି । ବାକି ୧୪ ହଜାର ମହିଳା ଅପଟ୍ ଇନ୍ କରିନପାରନ୍ତି ବୋଲି ସେ କହିଛନ୍ତି । ସେମାନେ ଆୟକର ବର୍ଗର ହୋଇଥାଇପାରନ୍ତି ।
    ବର୍ତ୍ତମାନ ସୁଦ୍ଧା ୨ ଲକ୍ଷ ମହିଳା କେଓ୍ବାଇସି ଅପଡେଟ୍ କରିନାହାନ୍ତି । ଚତୁର୍ଥ ପର୍ଯ୍ୟାୟ ପୂର୍ବରୁ କେଓ୍ବାଇସି ଅପଡେଟ୍ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.1 ° C
    24.1 °
    24.1 °
    74 %
    1.9kmh
    1 %
    Mon
    24 °
    Tue
    36 °
    Wed
    38 °
    Thu
    38 °
    Fri
    38 °

    ସମ୍ବନ୍ଧିତ