Monday, October 12, 2026
28.9 C
Odisha

    ‘ସୁଭଦ୍ରା’, ‘ଆବାସ ଯୋଜନା’; ଏମାନଙ୍କୁ ମିଳିବ ଅଧିକ ୫୦ ହଜାର: ଉପମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବଣ୍ଡାଘାଟିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସ୍ଥିତି ପରଖିଥିବା ନେଇ ଶୁକ୍ରବାର ଖବର ସାମ୍ନାକୁ ଆସିଛି। ‘ସୁଭଦ୍ରା’ ଓ ‘ଆବାସ ଯୋଜନା’ ବାବଦରେ ଲୋକଙ୍କୁ ଭେଟିଛନ୍ତି ଉପମୁଖ୍ୟମନ୍ତ୍ରୀ। ‘ସୁଭଦ୍ରା’ରେ ୨୯୩୨ ରିଜେକ୍ଟ ଆବେଦନର ସାନି ବିଚାର ହେବ ବୋଲି ସେ କହିଛନ୍ତି। ସରକାରୀ ପ୍ରତିନିଧି ଆସି ଘର ଘର ବୁଲି ସମସ୍ୟାର ସମାଧାନ କରିବେ। ‘ଆବାସ ଯୋଜନା’ରେ ଘର ନିର୍ମାଣ ପାଇଁ ଏଠି ଅଧିକ ଖର୍ଚ୍ଚ ହେଉଛି। ତେଣୁ ସରକାର ବଣ୍ଡାଘାଟିବାସୀଙ୍କୁ ଆବାସ ପାଇଁ ଅଧିକ ୫୦ ହଜାର ଦେବେ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.9 ° C
    28.9 °
    28.9 °
    58 %
    1.8kmh
    0 %
    Mon
    29 °
    Tue
    30 °
    Wed
    30 °
    Thu
    31 °
    Fri
    31 °

    ସମ୍ବନ୍ଧିତ