Thursday, March 12, 2026
36.4 C
Odisha

    ସୁଭଦ୍ରା ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା

    ଆଗକୁ ପଢନ୍ତୁ

    ଭୁବନେଶ୍ବର  : ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତେବେ ଚଳିତ ଥର ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ସୁଭଦ୍ରା ଟଙ୍କା ପାଇବେ । ପୂର୍ବରୁ ବାଦ ପଡିଥିବା ୨ ଲକ୍ଷ ୫୫ ହଜାର ୨୬୫ଜଣଙ୍କୁ ପୁଣିଥରେ ସାମିଲ କରାଯାଇଛି ।  ନୂଆ କରି ୧ ଲକ୍ଷ ୭୮ ହଜାର ୩୯୮ ନୂଆ ହିତାଧିକାରୀଙ୍କୁ ପ୍ରଥମ ଥର ମିଳିବ ସୁଭଦ୍ରା ଟଙ୍କା । ୫୦୦୦ ଟଙ୍କା ଲେଖାଏଁ ପାଇବେ ।  ତେବେ ପୂର୍ବରୁ ଯେଉଁମାନେ ବାଦ୍ ପଡିଥିଲେ ସେମାନେ ସମସ୍ତ କିସ୍ତି ଏକାଥରେ ପାଇବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.4 ° C
    36.4 °
    36.4 °
    9 %
    2.7kmh
    0 %
    Thu
    35 °
    Fri
    39 °
    Sat
    40 °
    Sun
    40 °
    Mon
    38 °

    ସମ୍ବନ୍ଧିତ