Saturday, October 17, 2026
23.8 C
Odisha

    ସୁଭଦ୍ରା ଯୋଜନା’କୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ: ତ୍ରୁଟି ଥିଲେ ଫୋନ୍‌ ଯିବ

    ଆଗକୁ ପଢନ୍ତୁ

    ସୁଭଦ୍ରା’ ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଯଦି କେହି ଯୋଗ୍ୟ ହିତାଧିକାରୀ ଥାଇ ବି ଟଙ୍କା ପାଇ ନ ଥିଲେ ତାଙ୍କୁ ଫୋନ୍‌ କଲ୍‌ ଯିବ। ଆବେଦନରେ ତ୍ରୁଟି କିମ୍ବା ଅନ୍ୟାନ୍ୟ ସମସ୍ୟା ଥିଲେ ଫୋନ୍‌ ଯିବ ବୋଲି ସେ କହିଛନ୍ତି।

    ପ୍ରଭାତୀ କହିଛନ୍ତି, ଏଯାବତ ୧ କୋଟି ୬୦ ହଜାର ମହିଳା ‘ସୁଭଦ୍ରା ଯୋଜନା’ରେ ପଞ୍ଜୀକରଣ କରିଛନ୍ତି। ତେବେ ତୃତୀୟ ପର୍ଯ୍ୟାୟରେ ତ୍ରୁଟି ହେଲେ ଫୋନ୍‌ କଲ୍‌ ଯିବ। ଫୋନ୍‌ କରି ତ୍ରୁଟିକୁ ଠିକ୍‌ କରିବାକୁ ପରାମର୍ଶ ଦିଆଯିବ। ଘରକୁ ଘର ଯାଇ ଅଙ୍ଗନାଓ୍ବାଡି କର୍ମୀ ଭୁଲ୍‌କୁ ଠିକ୍‌ କରିବେ। ଯୋଗ୍ୟ ହିତାଧିକାରୀ ଶେଷ ଯାଏ ଟଙ୍କା ମିଳିବ। ପରବର୍ତ୍ତୀ କିସ୍ତି ପାଇଁ ଠିକ୍‌ ସମୟରେ ତାରିଖ ଘୋଷଣା ହେବ ବୋଲି ସେ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    23.8 ° C
    23.8 °
    23.8 °
    89 %
    0.3kmh
    70 %
    Sat
    30 °
    Sun
    31 °
    Mon
    29 °
    Tue
    30 °
    Wed
    30 °

    ସମ୍ବନ୍ଧିତ