Tuesday, October 6, 2026
28.6 C
Odisha

    ସୁଭଦ୍ରା ଯୋଜନା: ଘୋଷଣା ହେଲା ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ

    ଆଗକୁ ପଢନ୍ତୁ

    ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ । ଏନେଇ ମଙ୍ଗଳବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମାର୍ଚ୍ଚ ୮ ମହିଳା ଦିବସରେ ୨ୟ କିସ୍ତି ‘ସୁଭଦ୍ରା’ ଟଙ୍କା ମିଳିବ । ତେଣୁ ମାର୍ଚ୍ଚ ୭ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ । ଏଯାଏଁ ୮୦ ଲକ୍ଷ ୪୬ ହଜାର ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳି ସାରିଲାଣି । ୧ କୋଟି ୪୬ ଲକ୍ଷ ଏଯାବତ ପଞ୍ଜିକରଣ କରି ସାରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    28.6 ° C
    28.6 °
    28.6 °
    75 %
    0.8kmh
    1 %
    Tue
    25 °
    Wed
    31 °
    Thu
    30 °
    Fri
    30 °
    Sat
    30 °

    ସମ୍ବନ୍ଧିତ