Friday, July 11, 2025
28.5 C
Odisha

    ସୁଭଦ୍ରା ଯୋଜନା ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାର୍ଚ୍ଚ ୮ରେ ମିଳିବ ଦ୍ବିତୀୟ କିସ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ମିଳିବ । ଏନେଇ କଟକରେ ପତାକା ଉତ୍ତୋଳନ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୂଚନା ଦେଇଛନ୍ତି ।ଏଯାଏଁ ପ୍ରାୟ ୮୦ ଲକ୍ଷରୁ ଉର୍ଦ୍ଧ୍ବ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଲାଣି । ମହିଳାଙ୍କ ବିକାଶ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ବୋଲି ମୋହନ ମାଝୀ କହିଛନ୍ତି ।ଯେଉଁମାନେ ପ୍ରକୃତ ହିତାଧିକାରୀ ସେମାନଙ୍କୁ କଦାଚିତ ସୁଭଦ୍ରା ଯୋଜନାରୁ ବାଦ୍ ପଡିବେ ନାହିଁ । ସର୍ଭେ ଜାରି ରହିଥିବା ବେଳେ ଖୁବଶୀଘ୍ର ହିତାଧିକାରୀଙ୍କୁ ଟଙ୍କା ଦିଆଯିପବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକର ବିଡାନାସି ଠାରେ ପତାକା ଉତ୍ତୋଳନ କରିଥିଲେ । ଏହାପରେ ଅଭିଭାଷଣ ଦେବା ସମୟରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀ ଓଡିଶାବାସୀଙ୍କୁ ଖୁସି ଖବର ଜଣାଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.5 ° C
    28.5 °
    28.5 °
    78 %
    2.5kmh
    88 %
    Fri
    28 °
    Sat
    32 °
    Sun
    31 °
    Mon
    28 °
    Tue
    32 °

    ସମ୍ବନ୍ଧିତ