Tuesday, March 17, 2026
33.3 C
Odisha

    ସୁଭଦ୍ରା ଯୋଜନା ପାଇଁ ରାଜ୍ୟର ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ସୁଭଦ୍ରାକୁ ନେଇ ଆସିଲା ବଡ଼ ଖୁଲାସା କରିଛନ୍ତି  ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ସୁଭଦ୍ରା ଯୋଜନା ପାଇଁ ରାଜ୍ୟର ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି। ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆହୁରି କହିଛନ୍ତି, ଆଧାର କାର୍ଡର ଯେତେବେଳେ ବ୍ୟାଙ୍କ ଲିଙ୍କ ଡାଟା ଆସିଲା ସେତେବେଳେ ଏ ତଥ୍ୟ ସାମ୍ନାକୁ ଆସିଲା। ବେଳେବେଳେ ପୁଅ ନାଁ ଓ ଝିଅଙ୍କ ନାଁ ଏକା ଭଳି ଥାଏ। ସେମାନେ ଭୁଲବଶତଃ  ଆବେଦନ କରିଦେଇଥିବେ। କିନ୍ତୁ ସେମାନଙ୍କୁ ଏଥିରୁ ବାଦ୍ ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.3 ° C
    33.3 °
    33.3 °
    24 %
    2.2kmh
    99 %
    Tue
    36 °
    Wed
    37 °
    Thu
    36 °
    Fri
    34 °
    Sat
    34 °

    ସମ୍ବନ୍ଧିତ