Sunday, April 12, 2026
36.4 C
Odisha

    ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ : ପ୍ରଭାତୀ ପରିଡ଼ା

    ଆଗକୁ ପଢନ୍ତୁ

    ଭୁବନେଶ୍ବର   :   60 ବର୍ଷ ହୋଇଥିଲେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ । ଏମବିପିୱାଇ ଓ ଏନଏସଏପିରେ ହିତାଧକାରୀଙ୍କୁ ଏନେଇ ଅନ୍ତର୍ଭୁକ୍ତ କରାଯିବ । 60 ବର୍ଷ ପରେ ହିତାଧିକାରୀଙ୍କୁ ଏଥିରେ ଆବେଦନ କରିବାକୁ ପଡ଼ିବ । ଅଧିକ ବୟସ୍କ ଓ ଦୂର୍ବଳ ଲୋକଙ୍କୁ ଅଧିକ ପ୍ରଥମିକତା ଦିଆଯିବ ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା ।

    ତେବେ ମଧୁବାବୁ ପେନସନ୍‌ ଯୋଜନାରେ ଯୋଡ଼ିହେବେ ସୁଭଦ୍ରା ହିତାଧିକାରୀ । ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମରେ ମଧ୍ୟ ସାମିଲ୍ ହେବେ ସୁଭଦ୍ରା ଲାଭାର୍ଥୀ । ସୁଭଦ୍ରା ଯୋଜନାର ପୂର୍ବତନ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ଏନେଇ ଚିଠି ହୋଇଛି। ୬୦ ବର୍ଷ ପରେ MBPY/NSAPରେ ଯେ କୌଣସି ଅଧୀନରେ ପେନସନ ପାଇଁ ଯୋଗ୍ୟ ହେବେ । ଏଥିରେ ରାଜ୍ୟର ୨ ଲକ୍ଷରୁ ଊର୍ଦ୍ଧ୍ବ ସୁଭଦ୍ରା ଲାଭାର୍ଥୀ ଉପକୃତ ହେବେ ବୋଲି ଜଣାପଡ଼ିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.4 ° C
    36.4 °
    36.4 °
    11 %
    1.2kmh
    0 %
    Sun
    39 °
    Mon
    41 °
    Tue
    42 °
    Wed
    44 °
    Thu
    44 °

    ସମ୍ବନ୍ଧିତ