Wednesday, February 18, 2026
32 C
Odisha

    ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର, ୬ ମାଓବାଦୀ ନିହତ

    ଆଗକୁ ପଢନ୍ତୁ

    ପୁଣି ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ତେଲେଙ୍ଗାନା କୋଥଗୁଡେମ୍‌ ଜିଲ୍ଲା ନୀଳାଦ୍ରିପେଟ୍‌ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏହି ଗୁଳି ବିନିମୟ ବେଳେ ୬ ମାଓବାଦୀ ନିହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଜଣେ ଆହତ ହୋଇଛି। ଏଥିସହିତ ମାଓବାଦୀଙ୍କ ପାଲଟା ଗୁଳିରେ ୨ ସୁରକ୍ଷାକର୍ମୀ ମଧ୍ୟ ଗୁରୁତର ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଚିକିତ୍ସା କରାଯିବା ବେଳେ ଆହୁରି ମାଓବାଦୀ ଲୁଚିଥିବା ସନ୍ଦେହରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    32 ° C
    32 °
    32 °
    19 %
    2.5kmh
    0 %
    Wed
    33 °
    Thu
    34 °
    Fri
    35 °
    Sat
    37 °
    Sun
    36 °

    ସମ୍ବନ୍ଧିତ