Wednesday, October 7, 2026
22.3 C
Odisha

    ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ନିହତ

    ଆଗକୁ ପଢନ୍ତୁ

    ବିଜାପୁରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀଙ୍କ ମୃତ୍ୟୁ ଘଟିିଚି। କରିଗୁଟା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀଙ୍କ ଗୁଳିମାଡରେ ୩ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ବିଜାପୁର ଜିଲା ଏସପି ଜିତେନ୍ଦ୍ର ଯାଦବ ସୂଚନା ଦେଇଛନ୍ତି। ଘଟଣା ସ୍ଥଳରେ ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ଗୋଟିଏ ଏଲ.ଏମ.ଜି, ଗୋଟିଏ ଏ.କେ-୪୭ ବନ୍ଧୁକ ଜବତ କରାଯାଇଛି। ଏବେ ବି ସ୍ଥାନୀୟ ଅଞ୍ଚଳରେ କୁମ୍ବିଂ ଅପରେସନ ଜାରି ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.3 ° C
    22.3 °
    22.3 °
    87 %
    1.4kmh
    3 %
    Tue
    22 °
    Wed
    31 °
    Thu
    30 °
    Fri
    30 °
    Sat
    30 °

    ସମ୍ବନ୍ଧିତ